Browsing Tag

Aamir Khan

ଆମିର ଖାନ୍ କରୋନା ପଜିଟିଭ୍‌

ମୁମ୍ବାଇ: ବଲିଉଡ୍ ସୁପରଷ୍ଟାର ଆମିର ଖାନ କରୋନାରେ ସଂକ୍ରମିତ ହୋଇଛନ୍ତି । ଆମିରଙ୍କ ପ୍ରବକ୍ତା ଏହି ସୂଚନା ଦେଇଛନ୍ତି । ଆମିର ଏବେ ଘରେ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ସବୁ କୋଭିଡ୍ ନିୟମ ପାଳନ କରୁଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି । ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି,…