Browsing Tag

Birendra Lakra

ଟୋକିଓରେ ପଦକ ଜିତିଲେ ଓଡିଶା କ୍ରୀଡାବିତଙ୍କୁ ଆର୍ଥିକ ପୁରସ୍କାର ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ସ୍ୱର୍ଣ୍ଣ…

ଭୁବନେଶ୍ୱର: ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକସ ରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଥଲେ ଓ ସେମାନଙ୍କୁ ଉତ୍ସାହିତ ମଧ୍ୟ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି…

ବୀରେନ୍ଦ୍ର ଲାକ୍ରା ଓ ଦୀପଗ୍ରେସ ଏକ୍କାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର- ହକି ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଦୀପଗ୍ରେସ ଏକ୍କାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାରତୀୟ ମହିଳା ଅଲିମ୍ପିକ୍‌ସ ହକି ଦଳର ଏକମାତ୍ର ଓଡିଆ ସଦସ୍ୟ ଦୀପଗ୍ରେସ ଏକ୍କାଙ୍କୁ ଉପଅଧିନାୟକ କରାଯାଇଛି । ସେହିପରି ବୀରେନ୍ଦ୍ର ଲାକ୍ରାଙ୍କୁ ମଧ୍ୟ ପୁରୁଷ…

ବୀରେନ୍ଦ୍ର ଲାକ୍ରା ଭାରତୀୟ ଅଲିମ୍ପିକ୍ସ ହକି ଦଳର ଉପଅଧିନାୟକ

ବେଙ୍ଗଳୁରୁ – ଟୋକିଓ ଅଲିମ୍ପିକ୍ସ ପାଇଁ ଘୋଷିତ ଭାରତୀୟ ହକି ଦଳରେ ସ୍ଥାନ ପାଇଥିବା ଓଡିଶାର ବୀରେନ୍ଦ୍ର ଲାକ୍ରାଙ୍କୁ ଉପଅଧିନାୟକ କରାଯାଇଛି । ବୀରେନ୍ଦ୍ର ଲାକ୍ରା ଓ ହରମନପ୍ରୀତ ସିଂହ ଉଭୟଙ୍କୁ ଦିଆଯାଇଛି ଦଳର ଉପଅଧିନାୟକ ଦାୟିତ୍ୱ । ଦଳର ନେତୃତ୍ୱ ନେବେ ମନପ୍ରୀତ ସିଂହ । ଏଠାରେ…

ଅଲିମ୍ପିକ୍ସ ପୁରୁଷ ହକି ଦଳରେ ଓଡିଶାର ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ

ବେଙ୍ଗଳୁରୁ – ଟୋକିଓ ଅଲିମ୍ପିକ୍ସ ହକି ପାଇଁ ଭାରତୀୟ ପୁରୁଷ ଦଳ ଘୋଷିତ ହୋଇଛି । ଏଥିରେ ଦୁଇ ଓଡିଆଙ୍କୁ ସ୍ଥାନ ମିଳିଛି । ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଜାତୀୟ ହକି ଦଳରେ ସ୍ଥାନ ମିଳିଛି । ୧୬ ଜଣିଆ ଦଳରେ ଉଭୟ ଅଭିଜ୍ଞ ଓ ଯୁବ ଖେଳାଳିଙ୍କୁ ସୁଯୋଗ ମିଳିଛି । ଭାରତ ପାଇଁ…