ନବୀନଙ୍କ ଘୋଷଣା: ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ଓ ରାଲି କରିବନି ବିଜେଡି
ଭୁବନେଶ୍ୱର –ଭୟାବହ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପିପିଲି ଉପନିର୍ବାଚନ ପାଇଁ କୌଣସି ପ୍ରଚାର, ଜନସଭା କିମ୍ବା ରାଲି ନ କରିବାକୁ ବିଜେଡି ନିଷ୍ପତ୍ତି ନେଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଏହି ଘୋଷଣା କରିଛନ୍ତି ।
ନବୀନ କହିଛନ୍ତି ଯେ, ପ୍ରତ୍ୟେକ ଜୀବନ ମୂଲ୍ୟବାନ…