Browsing Tag

BJD

ବିଜେପି ସାଂସଦଙ୍କ ସ୍ମାରକପତ୍ର ସେମାନଙ୍କ ଅଜ୍ଞତାର ପରିଚୟ : ବିଜେଡି

ଭୁବନେଶ୍ୱର: ଓଡିଶାର ବିଜେପି ସାଂସଦମାନଙ୍କ ଦ୍ଵାରା କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋଏଲଙ୍କୁ ଦିଆଯାଇଥିବା ସ୍ମାରକପତ୍ର ସେମାନଙ୍କ ଅଜ୍ଞତାର ଗଭୀରତାକୁ ଦର୍ଶାଉଛି ଯାହା ଅତ୍ୟନ୍ତ ହାସ୍ୟାସ୍ପଦ ଅଟେ ବୋଲି କହିଛନ୍ତି ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର । ବିଜେପି ପକ୍ଷରୁ ଦିଆଯାଇଥିବା…

ନୂଆ ବିଜେଡି କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଜୟ ଜଗନ୍ନାଥ । ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ୨୪ ବର୍ଷ ହେଲା ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ୱାସର ପ୍ରତୀକ ହୋଇଛି । ମହିଳା , ଯୁବ , ଛାତ୍ର , ଚାଷୀ , ଶ୍ରମିକ , ଗରିବ , ଅନୁସୂଚିତ ଜାତି ଓ ଜନଜାତି , ସଂଖ୍ୟାଲଘୁ…

ବିଜୁ ମହିଳା ଜନତାଦଳରେ ନୂଆ ପଦାଧିକାରୀ ନିଯୁକ୍ତ କଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର- ବିଜୁ ମହିଳା ଜନତା ଦଳରେ ନୂଆ ପଦାଧିକାରୀ ଘୋଷଣା କରାଯାଇଛି । ୩ ଜଣଙ୍କୁ କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତି ଦିଆଯାଇଛି । ୭ ଜଣଙ୍କୁ ଜୋନ୍ ସଭାପତି ଭାବେ ଦାୟିତ୍ୱ ମିଳିଛି । ବରିଷ୍ଠ ଉପସଭାପତି ଭାବେ ୯ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି । ଉପସଭାପତି ଭାବେ ୨୭ ଜଣଙ୍କୁ ଦାୟିତ୍ୱ…

୬ ନେତାଙ୍କୁ ବିଭିନ୍ନ ଜିଲ୍ଲା ପାଇଁ ଦଳର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର- ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ଟି ଜିଲ୍ଲା ପାଇଁ ଦଳର ପର୍ଯ୍ୟବେକ୍ଷକ ନିଯୁକ୍ତ କରିବା ସହ ୬ ଜଣ ନେତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ବି ନିଯୁକ୍ତି ଦେଇଛନ୍ତି । ବିକ୍ରମ କେଶରୀ ଆରୁଖ, ଦେବୀ ପ୍ରସାଦ ମିଶ୍ର, ନିରଞ୍ଜନ ପୂଜାରୀ, ସୌମ୍ୟ ରଞ୍ଜନ ପଟ୍ଟନାୟକ, ପ୍ରସନ୍ନ…

ସବୁ ଜିଲ୍ଲା ପାଇଁ ବିଜେଡିର ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତି କଲେ ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର- ରାଜ୍ୟର ସବୁ ଜିଲ୍ଲା ପାଇଁ ବିଜେଡିର ନୂଆ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ ।ଅନୁଗୁଳ ପାଇଁ ପ୍ରଶାନ୍ତ ମୁଦୁଲି, ବାଲେଶ୍ୱର ପାଇଁ ପ୍ରତାପ କେଶରୀ ଦେବ, ବରଗଡ ପାଇଁ ସୁଧୀର କୁମାର ସାମଲ, ଭଦ୍ରକ ପାଇଁ ପ୍ରଣବ ବଳବନ୍ତ ରାୟ, ବଲାଙ୍ଗିର ପାଇଁ…