ଅପରାଧ ଗିରଫ ନେଇ ବିଜେପି ନେତ୍ରୀ ଅବଗତ ନାହାନ୍ତି : ବିଜେଡି
ଭୁବନେଶ୍ୱର : ବିଜେପିର ଓଡିଶା ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ବୋଧହୁଏ ଜାଣିନାହାନ୍ତି ଯେ , ମାହାଙ୍ଗା ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ମାନଙ୍କୁ ଅପରାଧ ଘଟିବାର ୪୮ଘଣ୍ଟା ମଧ୍ୟରେ ଗିରଫ କରାଯାଇ ସାରିଛି । ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ମୁଖ୍ୟ ଅଭିଯୁକ୍ତ ରହିଛି ଯିଏ କି ନିଜେ ଅସ୍ତ୍ର ଦ୍ଵାରା…