Browsing Tag

Chief Minister Naveen Patnaik

ମା ସମଲେଶ୍ବରୀ ମନ୍ଦିରର ବିକାଶ ପାଇଁ ୨୦୦ କୋଟି ଟଙ୍କାର ‘ସମଲେଇ ଯୋଜନା’ ପ୍ରସ୍ତୁତ

ଭୁବନେଶ୍ବର: କୋଟି କୋଟି ଓଡିଆଙ୍କ ଆସ୍ଥା ଓ ବିଶ୍ବାସର କେନ୍ଦ୍ର ମା ସମଲେଇ । ମା ଙ୍କ ପବିତ୍ର ପୀଠ ସମ୍ବଲପୁରର ମା ସମଲେଶ୍ବରୀ ମନ୍ଦିର।ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ପାଇଁ ଆସିଥାନ୍ତି । ନବରାତ୍ରୀ, ଦଶହରା, ନୂଆଖାଇ ଓ ଗୁରୁତ୍ବପୂର୍ଣ୍ଣ…

ସୁନ୍ଦରଗଡ ଜିଲ୍ଲାରେ ୫ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ରାଉରକେଲାକୁ କହିଲେ…

ରାଉରକେଲା- ଦିନିକିଆ ସୁନ୍ଦରଗଡ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀପଂଚମୀର ପବିତ୍ର ତିଥିରେ ୨୦୨୩ ପୁରୁଷ ବିଶ୍ୱକପ୍ ହକି ପାଇଁ ପ୍ରସ୍ତୁତିର ଶୁଭାରମ୍ଭ କରିଛନ୍ତି । ଏଥିସହ ସୁନ୍ଦରଗଡ ଜିଲ୍ଲା ପାଇଁ ୫ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି…

ରାଉକେଲାରେ ଦେଶର ସର୍ବବୃହତ ହକି ଷ୍ଟାଡିୟମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ବିର୍ସାମୁଣ୍ଡାଙ୍କ ନାଁରେ ନାମିତ

ରାଉରକେଲା – ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସର୍ବବୃହତ ହକି ଷ୍ଟାଡିୟମର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ସ୍ୱାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାଁରେ ନାମିତ ହେଲା ପ୍ରସ୍ତାବିତ ହକି ଷ୍ଟାଡିୟମ । ରାଉରକେଲାରେ ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା…

ରାଉରକେଲାରେ ଦେଶର ସର୍ବବୃହତ ହକି ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ଗସ୍ତରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ରାଉରକେଲାରେ ଦେଶର ସର୍ବବୃହତ ଅତ୍ୟାଧୁନିକ ହକି ଷ୍ଟାଡିୟମର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ୨୦୨୩ ବିଶ୍ୱକପ୍ ହକି…

ମା’ ସରସ୍ୱତୀ ପୂଜା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର- ଆଜି ପବିତ୍ର ବସନ୍ତ ପଂଚମୀ । ବିଦ୍ୟାଦାତ୍ରୀ ମା’ସରସ୍ୱତୀଙ୍କ ପୂଜାର୍ଚ୍ଚନାର ଦିନ । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ମା’ ସରସ୍ୱତୀଙ୍କ ଅପାର କରୁଣାରୁ ସମସ୍ତଙ୍କ ବିଦ୍ୟାର ଭଣ୍ଡାର ପରିପୂର୍ଣ୍ଣ ହେବା…