Browsing Tag

Chief Minister Naveen Patnaik

ଜଗନ୍ନାଥଙ୍କ କାର୍ଯ୍ୟକୁ କେହି ଅଟକାଇ ପାରିବେ ନାହିଁ: ନବୀନ

ପୁରୀ – ଜାତୀୟ ସ୍ମାରକୀ ପ୍ରାଧିକରଣ-ଏନଏମଏ ଦ୍ୱାରା ନିର୍ମାଣ କଟକଣା ନେଇ ପ୍ରସ୍ତାବିତ ବାଇ ଲ’ ବିଜ୍ଞପ୍ତି ବାତିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି । ପୁରୀରେ ଶ୍ରୀଜିଉଙ୍କୁ ଦର୍ଶନ କଲା ପରେ ଏହା ଦାବି କରିଛନ୍ତି ନବୀନ । କେନ୍ଦ୍ର ସରକାର ବାଇ ଲ’କୁ ପ୍ରତ୍ୟାହାର…

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ- ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ମହାମାରୀ ପରେ ପ୍ରଥମ ଥର ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଦିନ ୧୧ଟା ବେଳେ ପୁରୀ ତାଳବଣିଆ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପଟର ପହଂଚିଥିଲା । ସେଠାରୁ ମୁଖ୍ୟମନ୍ତ୍ରୀ…

ଆଜି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ –ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଶ୍ରୀମନ୍ଦିର ପରିଦର୍ଶନ କରି ମହାପ୍ରଭୁଙ୍କୁ ଦର୍ଶନ କରିବେ । କୋଭିଡ ମହାମାରୀ ପରେ ପ୍ରଥମ ଥର ପାଇଁ ମହାପ୍ରଭୁଙ୍କ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । କିଛି ମାସ ପୂର୍ବେ ପୂର୍ବରୁ ମୁଖ୍ୟମନ୍ତ୍ରୀ ପୁରୀ ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ…

ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦବେଗ

ଭୁବନେଶ୍ୱର- ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁଁ ହଠାତ ଆସିଥିବା ବନ୍ୟା ଓ ଲୋକଙ୍କ ନିଖୋଜ ଘଟଣା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବେଗ ପ୍ରକାଶ କରିଛନ୍ତି । ଏହି ବିପଦ ସମୟରେ ନିଖୋଜ ଲୋକଙ୍କ ପରିବାର ଓ ବନ୍ଧୁବର୍ଗଙ୍କ ପ୍ରତି ସହାନୁଭୂତି ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ।

କୁଟିଆକୁ ଆଦର୍ଶ ପଞ୍ଚାୟତ ଭାବରେ ଗଢାଯିବ: ମୁଖ୍ୟମନ୍ତ୍ରୀ

କୁଟିଆ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ ୧୩ କୋଟିର ପ୍ରକଳ୍ପ ଉଦ୍‌ଘାଟନ, ୫ କୋଟିର ସେତୁ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ୧୫୦ କୋଟି ଟଙ୍କାର ପ୍ରକଳ୍ପ କାମ ଜାରି ରହିଛି ଖୁବ୍‌ ଶୀଘ୍ର ମୁଁ କୁଟିଆ ପଞ୍ଚାୟତ ଯିବି: ନବୀନ ଭୁବନେଶ୍ବର:…