Browsing Tag

Chief Minister Naveen Patnaik

ଆଇ.ଟି.ଆଇ ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି ଛାଡ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। ଏହାଦ୍ବାରା ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।…

ଓଡିଶାରେ ଜାତୀୟ ରାଜପଥ ଓ ଅନ୍ୟାନ୍ୟ ପ୍ରକଳ୍ପ ନେଇ କେନ୍ଦ୍ର ମନ୍ତ୍ରୀ ଗଡକରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର/ନୂଆଦିଲ୍ଲୀ - ଓଡିଶାରେ ଜାତୀୟ ରାଜପଥ ଓ ବିଭିନ୍ନ ପ୍ରକଳ୍ପକୁ ନେଇ ୩ କେନ୍ଦ୍ରମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି । ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଭୂପୃଷ୍ଠ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ସହ ଆଲୋଚନା କରିଛନ୍ତି ।…

ମୁଖ୍ୟମନ୍ତ୍ରୀଙ୍କ ବଜେଟ୍ ପ୍ରତିକ୍ରିୟା : କେନ୍ଦ୍ରୀୟ ଟିକସରେ ରାଜ୍ୟର ଭାଗ ଯଥେଷ୍ଟ କମିବ, ବଜେଟରେ କିଛି ସକାରାତ୍ମକ…

ଭୁବନେଶ୍ୱର- କେନ୍ଦ୍ର ବଜେଟ୍ ଉପର ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ପରବ ର୍ୀ ସ୍ଥିତିରେ ବଜେଟ୍ ପ୍ରସ୍ତୁତ କରିବା ପାଇଁ ଅନେକ ଆହ୍ୱାନ ଥିଲା । ବଜେଟରେ କିଛି ସକାରାତ୍ମକ ଦିଗ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଭିବୃଦ୍ଧି ଲକ୍ଷ୍ୟରେ ପୁଂଜି ନିବେଶକୁ…