ପୂର୍ବତନ ବିଧାୟକ ସୁରେନ୍ଦ୍ରନାଥ ମିଶ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର- ପୂର୍ବତନ ବିଧାୟକ ସୁରେନ୍ଦ୍ରନାଥ ମିଶ୍ରଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନ ପ୍ରତିନିଧି ଭାବେ ନିଜର କଲ୍ୟାଣକାରୀ କାର୍ଯ୍ୟ ପାଇଁ ସେ ଲୋକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକ ବାର୍ତ୍ତାରେ…