Browsing Tag

Chief Minister Naveen Patnaik

ବୀର ସୁରେନ୍ଦ୍ର ସାଏ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଦିବାସୀ ତଥା ସାଧାରମ ଜନତାଙ୍କ ସ୍ୱାର୍ଥ ରକ୍ଷା ପାଇଁ ସମ୍ବଲପୁରରେ ବ୍ରିଟିଶ ବିରୋଧୀ ସଶସ୍ତ୍ର ସଂଗ୍ରାମରେ ତାଙ୍କ ପରାକ୍ରମ ଓ ବଳିଦାନ ସର୍ବଦା ସ୍ମରଣୀୟ…

ଜାତୀୟ ହସ୍ତଶିଳ୍ପ ମେଳା ତୋଷାଳି -୨୦୨୧ ଉଦଘାଟିତ

ଭୁବନେଶ୍ୱର- ପଂଚଦଶ ଜାତୀୟ ହସ୍ତଶିଳ୍ପ ମେଳା ତୋଷାଳି -୨୦୨୧ ଉଦଘାଟିତ ହୋଇଯାଇଛି । ଭିଡିଓ କନଫରେନସିଂ ଜରିଆରେ ମେଳାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱରରେ ଜନତା ମଇଦାନରେ ଆସନ୍ତାମାସ ୪ ତାରିଖ ଯାଏଁ ଚାଲିବ ତୋଷାଳି ମେଳା । ପୂର୍ବ ଭାରତର ସର୍ବବୃହତ ଏହି…

ବ୍ରହ୍ମପୁରବାସୀଙ୍କୁ ନବୀନଙ୍କ ନୂଆବର୍ଷ ଭେଟି… ୧୨.୫୨ କୋଟି ଟଙ୍କାର ରାମଲିଙ୍ଗେଶ୍ୱର ପ୍ରମୋଦ ଉଦ୍ୟାନ

By- Bishnupriya Padhi ରାଜ୍ୟରେ କରୋନାର ସର୍ବାଧିକ ଭୟାବହତାରେ ୨୦୨୦ ବର୍ଷ କାଟିଥିବା ଗଞ୍ଜାମ ଜିଲ୍ଲା ବିଶେଷ କରି ବ୍ରହ୍ମପୁର ବାସିନ୍ଦାଙ୍କୁ ନବ ବର୍ଷରେ ନୂଆ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୁଣା ବର୍ଷର କଷ୍ଟକୁ ଭୁଲାଇ ୨୦୨୧ରେ ନୂଆ ଆରମ୍ଭ କରିବା ପାଇଁ…

ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି। କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜକୁ ବିଶ୍ବସ୍ତରୀୟ…