ବଜେଟ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା : କୃଷି, ଗ୍ରାମ୍ୟ ଉନ୍ନୟନ ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଆବଂଟନ ହ୍ରାସ…
ଭୁବନେଶ୍ୱର-ବଜେଟ ୨୦୨୨ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା ଆସିଛି । ବଜେଟରେ ଟେକ୍ନୋଲୋଜି ଓ ଭିତ୍ତିଭୂମି ଉପରେ ଫୋକସ ଅଭିବୃଦ୍ଧି ଉପରେ ସକାରାତ୍ମକ ପ୍ରଭାବ ପକାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସ୍ୱାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ଟେକ୍ନୋଲୋଜି ଦ୍ୱାରା ବିକାଶ…