Browsing Tag

CM Naveen Patnaik

ହକିର ଏନ୍ତୁଡିଶାଳ ସୁନ୍ଦରଗଡ ଜିଲ୍ଲାକୁ ସମ୍ମାନ, ରାଉରକେଲାରେ ଭାରତର ବଡ ହକି ଷ୍ଟାଡିୟମ ନିର୍ମାଣ ପାଇଁ…

ଭୁବନେଶ୍ୱର- ରାଉରକେଲାରେ ନିର୍ମାଣ ହେବ ଭାରତର ବୃହତ୍ତମ ହକି ଷ୍ଟାଡିୟମ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ୨୦୨୩ ହକି ବିଶ୍ୱକପ୍ ରାଉରକେଲାରେ ବି ଆୟୋଜିତ ହେବ । ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତାରେ ନୂଆ ହକି ଷ୍ଟାଡିୟମ ନିର୍ମାଣ ସଂପର୍କରେ ଘୋଷଣା କରିଛନ୍ତି ।…

ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହେଲା ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର- ବାରିପଦା ସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଘୋଷଣା କରିଥିବା ସୂଚନା ଦେଇଛନ୍ତି ବିଜେଡି ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ । ଦୁଇ ଦିନ ତଳେ ବିଜେଡିକର ରାଜ୍ୟ…

ଜୟନ୍ତୀରେ କବିଚନ୍ଦ୍ର କାଳୀଚରଣଙ୍କୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଓଡିଶା ରଙ୍ଗମଂଚର ଅଗ୍ରଗଣ୍ୟ ବ୍ୟକ୍ତିତ୍ୱ ତଥା ଆଧନିକ ଓଡିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଆ ନାଟକ ଓ ସାହିତ୍ୟ ଜଗତ ପ୍ରତି କବିଚନ୍ଦ୍ରଙ୍କ ଅବଦାନ ଅତୁଳନୀୟ ବୋଲି…

ଜାତୀୟ କୃଷକ ଦିବସ ଉପଲକ୍ଷେ ଚୌଧୁରୀ ଚରଣ ସିଂହଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଆଜି ହେଉଛି ଦିବଂଗତ ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କ ଜୟନ୍ତୀ । ତାଙ୍କ ଜନ୍ମଦିବସକୁ ଜାତୀୟ କୃଷକ ଦିବସ ଭାବେ ବି ପାଳନ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚୌଧୁରୀ ଚରଣ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଦେଶର କୃଷକମାନଙ୍କ ଅବଦାନକୁ…

କୃଷକ, ମହିଳା ଓ ଏମଏସଏମଇ କ୍ଷେତ୍ରକୁ ଋଣ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ବର: ଓଡିଶା ଆଜି ସଫଳତାର ସହ କୋଭିଡ ପରିଚାଳନା କରି ସାରା ଦେଶରେ ଉଦାରହଣ ସୃଷ୍ଟି କରିପାରିଛି ଟୀକା ଆସିବାର ସମ୍ଭାବନା ସହିତ ନୂଆବର୍ଷକୁ ଆମେ ନୂଆ ଆଶା ସହିତ ସ୍ବାଗତ କରୁଛୁ ଏଭଳି ସମୟରେ ଅର୍ଥନୀତିର ପୁନରୁଦ୍ଧାରର ଆଶାକୁ ଆମେ ରାଜ୍ୟର ପ୍ରତ୍ୟେକ ପରିବାର ନିକଟରେ ପହଞ୍ଚାଇବାକୁ…

ଗଣିତଜ୍ଞ ରାମାନୁଜନଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର-ଆଜି ହେଉଛି ସର୍ବକାଳୀନ ମହାନ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଣିତ କ୍ଷେତ୍ରରେ ରାମାନୁଜନଙ୍କ ଭଳି ଯୋଗଜନ୍ମାଙ୍କ ଅବଦାନ ଥିଲା ଅସାଧାରଣ । ବିଶ୍ୱର ବିଦ୍ୱାନ ଓ ଯୁବ ସମାଜ ପାଇଁ ସେ ସର୍ବଦା…