Browsing Tag

CM Naveen Patnaik

ସୁନ୍ଦରଗଡ ଜିଲ୍ଲାରେ ସ୍ୱଚ୍ଛତା ଓ ପରିମଳ ବ୍ୟବସ୍ଥା ସୁଦୃଢ ପାଇଁ ଏକାଧିକ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା – ସୁନ୍ଦରଗଡ ଜିଲ୍ଲାରେ ସ୍ୱଚ୍ଛତା ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ଏକାଧିକ ପ୍ରକଳ୍ପର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନସିଂ ମାଧ୍ୟମରେ ପ୍ରକଳ୍ପ ସବୁର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଉରକେଲା ମହାନଗର ନିଗମର ୪ଟି ମାଇକ୍ରୋ…

ଏମଡିଏଚ ମସାଲା ମାଲିକଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର- ମସାଲା କିଙ୍ଗ୍ ନାମରେ ପ୍ରସିଦ୍ଧ ତଥା ଏମଡିଏଚ ମସାଲା କଂପାନିର ପ୍ରତିଷ୍ଠାତା ପଦ୍ମଶ୍ରୀ ଧରମପାଲ ଗୁଲାଟିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାରତର ଉଦ୍ୟୋଗ ଜଗତରେ ସେ ଜଣେ ଆଶାର ଆଲୋକ ବର୍ତିକା ଥିଲେ ବୋଲି ନବୀନ ଶୋକବାର୍ତାରେ କହିଛନ୍ତି ।…

ପୁରୀ ପରେ ଆଜି ଲିଙ୍ଗରାଜରେ ନବୀନଙ୍କ ଅନ ଦ ସ୍ପଟ ରିଭ୍ୟୁ: ଏକାମ୍ରକ୍ଷେତ୍ର ପ୍ରକଳ୍ପ କାମ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଅପରାହ୍ନରେ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର…

ଶ୍ରୀମନ୍ଦିର ପରି ଲିଙ୍ଗରାଜ ମନ୍ଦିର ପାଇଁ ବି କରାଯିବ ସ୍ୱତନ୍ତ୍ର ଆଇନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଲିଙ୍ଗରାଜ ମନ୍ଦିର ନିକଟରେ ଏକାମ୍ର ଯୋଜନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମି ହସ୍ତାନ୍ତର କରିଥିବା ଲୋକଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ । ଏକାମ୍ର ଯୋଜନାର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…