Browsing Tag

CM Naveen Patnaik

ବିଶ୍ୱ ଏଡ୍‌ସ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାର୍ତା

ଭୁବନେଶ୍ୱର- ଆଜି ହେଉଛି ବିଶ୍ୱ ଏଡ୍‌ସ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତା ଦେଇଛନ୍ତି । ସେ କହିଛନ୍ତି ଯେ, ବିଶ୍ୱ ଏକ ମହାମାରୀର ସାମନା କରୁଥିବା ବେଳେ ଏଚଆଇଭି/ଏଡସରେ ପୀଡିତ ଲୋକଙ୍କୁ ଭୁଲିଯିବା ଉଚିତ ନୁହେଁ । ସେମାନଙ୍କୁ ଉନ୍ନତ ଓ ସୁଲଭ ସ୍ୱାସ୍ଥ୍ୟସେବା ଯୋଗାଇ…

ଦୈନିକ କୋରୋନା ସଂକ୍ରମଣ ହ୍ରାସ, କୋଭିଡ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର-ଜୁଲାଇ ୧୬ ପରେ ପ୍ରଥମ ଥର ପାଇଁ ରାଜ୍ୟରେ ଦୈନିକ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୫ ଶହରୁ କମ୍ ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ କୋଭିଡ ଯୋଦ୍ଧାଙ୍କ କଠିନ ପରିଶ୍ରମ ଓ ତ୍ୟାଗକୁ ଭୂୟସୀ ପ୍ରଶଂସା କରିଛନ୍ତି । କୋଭିଡ ମହାମାରୀ ବିରୋଧରେ ଓଡିଶାର ଲଢେଇର…

ଗୁରୁ ନାନକ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର- ଆଜି ହେଉଛି ଶିଖ ଧର୍ମର ପ୍ରବର୍ତକ ଗୁରୁ ନାନକଙ୍କ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଗୁରୁ ନାନକଙ୍କ ସ୍ନେହ, ଅନୁକମ୍ପା ଓ ମାନବତାର ଶିକ୍ଷା ସର୍ବଦା ଆମ ସମସ୍ତଙ୍କ ଜୀବନକୁ ଆଲୋକିତ କରିବା ସହ ସତପଥରେ ପରିଚାଳିତ କରିବ ବୋଲି…

କାର୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର- ପବିତ୍ର କାର୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସାଧବ ପୁଅଙ୍କ ଗୌରବମୟ ନୌବାଣିଜ୍ୟ ଗାଥାକୁ ସ୍ମରଣ କରି ଓଡିଶାର ପ୍ରଗତି ଓ ସମୃଦ୍ଧି ପାଇଁ ସଭିଏଁ ଏକ ହୋଇ ଆଗକୁ…

ନୟାଗଡ ପରୀ ମୃତ୍ୟୁ ଘଟଣାର ଏସଆଇଟି ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ନୟାଗଡ ପରୀ ମୃତ୍ୟୁ ଘଟଣାର ଏସଆଇଟି ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଧାନସଭାରେ ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଙ୍କ ସରକାର କେବେ ବି ଆଇନଶୃଙ୍ଖଳା ଭଙ୍ଗ ହେବାକୁ ଦେଇ ନାହିଁ । ଆଇନର ଶାସନ…

ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ଧାରଣ ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର- ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ଧାରଣ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ଏହି ଅଲୌକିକ ଯୋଦ୍ଧାବେଶ ସମସ୍ତଙ୍କୁ ଅସୀମ ଧୈର୍ଯ୍ୟ ଓ ଶକ୍ତି ଦେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ସେ ସମସ୍ତଙ୍କ କଲ୍ୟାଣ ଓ…

ବୈତରଣୀ ନଦୀରେ ଏନଏଚଏଆଇ ପୋଲ ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବ : କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର-ବୈତରଣୀ ନଦୀରେ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ-ଏନଏଚଏଆଇର ପୋଲ ପ୍ରକଳ୍ପରେ ବିଳମ୍ବ ହେଉଥିବା ଦର୍ଶାଇ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରମ୍ବାର ବୈଠକ ପରେ ବି ପ୍ରକଳ୍ପ କାର୍ଯ୍ୟ ଆଗକୁ ଯାଉ ନ ଥିବା ଅଭିଯୋଗ…