Browsing Tag

CM Naveen Patnaik

ମାରାଡୋନାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର - ଫୁଟବଲ କିମ୍ବଦନ୍ତୀ ଡିଏଗୋ ମାରାଡୋନାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫୁଟବଲ ଜଣେ ମହାନ କିମ୍ବଦନ୍ତୀଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି । ଜଣେ ଫୁଟବଲ ପ୍ରତିଭା ଭାବେ ମାରାଡୋନା ବିଶ୍ୱର ଲକ୍ଷ ଲକ୍ଷ…

କାଳିଆର ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର-ଅସ୍ତ୍ରୋପଚାର ଦ୍ୱାରା ଅଲଗା କରାଯାଇଥିବା ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଡାକ୍ତରମାନଙ୍କ ଅଦମ୍ୟ ଚେଷ୍ଟା ଓ ଶ୍ରେଷ୍ଠ ଚିକିତ୍ସା ସତ୍ୱେ କାଳିଆର ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ ବୋଲି ନବୀନ କହିଛନ୍ତି ।…

ଶରଣକୂଳ ଦୁର୍ଘଟଣା : ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର- ନୟାଗଡ ଜିଲ୍ଲା ଶରଣକୂଳରେ ହାଇୱା ଧକ୍‌କାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ରିଲିଫ ପାଂଠିରୁ ଏହି ସହାୟତା ଦିଆଯିବ । ଏହା ବ୍ୟତୀତ ରେଡକ୍ରସ ପାଂଠିରୁ ୨୦ ହଜାର ଟଙ୍କା…