Browsing Tag

CM Naveen Patnaik

କୋଭିଡ ପରିଚାଳନା ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ୍:  ଟିକା ବଂଟନ ନେଇ ଓଡିଶାରେ ଏକ…

ଭୁବନେଶ୍ୱର- କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀଙ୍କ ଭର୍ଚୁଆଲ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସାମିଲ ହୋଇଥିଲେ । ପରେ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, କୋଭିଡ ଟିକା ବିତରଣ ପାଇଁ ଓଡିଶା ପୂର୍ଣ୍ଣରୂପେ ପ୍ରସ୍ତୁତ ରହିଛି । ସମ୍ମୁଖଭାଗ…

ସହିଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବିନମ୍ର ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଆଜି ବିପ୍ଲବୀ ସ୍ୱାଧୀନତା ସଂଗ୍ରାମୀ ତଥା ମୁକ୍ତି ଯୁଦ୍ଧର ନୀର୍ଭାକ ସେନାନାୟକ ସହିଦ ଲକ୍ଷ୍‌ମଣ ନାୟକଙ୍କ ଜୟନ୍ତୀର ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତାରେ କହିଛନ୍ତି ଯେ, ସହିଦ ଲକ୍ଷ୍‌ମଣ ନାୟକଙ୍କ ତ୍ୟାଗପୂତ…

ଏମଏସଏମଇ ବିଭାଗରେ ଆଜିଠୁ ଲାଗୁହେଲା ଅନଲାଇନ ସେବା: ୫ଟି ଅଧିନରେ ମିଳିବ ୧୧ ପ୍ରକାର ସେବା

ଭୁବନେଶ୍ବର: ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ବିକାଶ ପାଇଁ ସରକାର ପ୍ରତିଶୃତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଏହି କ୍ଷେତ୍ରର ଉଦ୍ୟୋଗୀମାନଙ୍କ ସୁବିଧା ପାଇଁ ୫-ଟି କାର୍ଯ୍ୟକ୍ରମରେ ଅନ୍‌ଲାଇନ ଜରିଆରେ ୧୧ ପ୍ରକାର ସେବା ଆଜି ଲୋକାର୍ପଣ କରିବା ଅବସରରେ…

ଇଚ୍ଛା ଡ୍ୟାମ ନିର୍ମାଣ କାମ ଶେଷ ଓ ଚାଣ୍ଡିଲି ଡ୍ୟାମରେ ବନ୍ୟା ନିୟନ୍ତ୍ରଣ ପାଇଁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଚିଠି…

ଭୁବନେଶ୍ୱର- ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖି ଇଚ୍ଛା ଡ୍ୟାମର କାମ ଶୀଘ୍ର ସାରିବା ପାଇଁ ଅନୁରୋଧ କରିଛନ୍ତି । ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ସୁବର୍ଣ୍ଣରେଖା –ଖରାଖାଇ ବହୁୁମୁଖୀ ନଦୀବନ୍ଧ ପ୍ରକଳ୍ପର ଇଚ୍ଛା ଡ୍ୟାମ୍ କାମ ଶୀଘ୍ର ଶେଷ…