Browsing Tag

CM Naveen Patnaik

ଶିଶୁ ଦିବସ ଉପଲକ୍ଷେ ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, ଘରେ ରହି ସୁରକ୍ଷିତ ଦୀପାବଳି ପାଳନ କରିବାକୁ…

ଭୁବନେଶ୍ୱର- ଆଜି ଶିଶୁ ଦିବସ । ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିନ । ଏହି ଅବସରରେ ଛାତ୍ରଛାତ୍ରୀ ଓ ଶିଶୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୀପାବଳି ଥିବାରୁ ଘରେ ରହି ସୁରକ୍ଷିତ ଭାବେ ଆଲୋକର ପର୍ବ ପାଳନ ପାଇଁ ସେ ପିଲାମାନଙ୍କୁ…

ଜନ୍ମତିଥିରେ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମତିଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ପଣ୍ଡିତ ନେହେରୁ ଥିଲେ ନବଭାରତର ନିର୍ମାତା । ଏକ ପ୍ରଗତିଶୀଳ ଓ ଆଧୁନିକ ଭାରତ ଗଠନରେ ନେହେରୁଙ୍କ ଅବଦାନ ଉଲ୍ଲେଖନୀୟ ବୋଲି…

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଆଲୋକର ପର୍ବ ଦୀପାବଳି ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ଦୃଷ୍ଟିରୁ ସାବଧାନତା ଓ ସତର୍କତା ବଜାୟ ରଖିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ ବୋଲି…

କୃଷି ବିଭାଗରେ ୫-ଟି କାର୍ଯ୍ୟକ୍ରମ: ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କୃଷକ ଓଡିଶା ଓ ବିଭିନ୍ନ ଅନ୍‌ଲାଇନ ସେବାର ଶୁଭାରମ୍ଭ

ରାଜ୍ୟର ୭୬ ଲକ୍ଷ ଚାଷୀ ‘କୃଷକ ଡାଟାବେସ୍‌’ର ଅନ୍ତର୍ଭୁକ୍ତ କରୋନା ସମୟରେ କୃଷି ହିଁ ଆମ ଅର୍ଥନୀତି ପାଇଁ ବଡ ଆଶା - ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି କାର୍ଯ୍ୟକ୍ରମ ଅଧୀନରେ କୃଷକ, କୃଷି କର୍ମଚାରୀ ମାନଙ୍କ ପାଇଁ କୃଷକ ଡାଟାବେସ୍‌,…

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ବର: ସାଢେ ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର ସୁଯୋଗ ପାଇବେ।…

ଇକୋ ରିଟ୍ରିଟ୍ ଲୋଗୋ ଉନ୍ମୋଚନ ଓ ବୁକିଂର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୨୦୨୦-୨୧ରେ ୫ଟି ଜାଗାରେ ହେବ ଆୟୋଜନ

ଭୁବନେଶ୍ୱର- ବର୍ଷକ ତଳେ କୋଣାର୍କରେ ପ୍ରଥମ ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ର ସଫଳତା ପରେ ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ଆଜିଠାରୁ ତିନିମାସିଆ ଗ୍ଲାମ୍ପିଙ୍ଗ୍ ଫେଷ୍ଟିଭଲ ୨୦୨୦-୨୧ ପାଇଁ ବୁକିଂ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହାର ଲୋଗୋ ଉନ୍ମୋଚନ କରିବା ସହ…