Browsing Tag

CM Naveen Patnaik

ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡିଆ ସହିଦ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଜଂଳି

ଭୁବନେଶ୍ୱର- ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡିଆ ସହିଦ, କ୍ରାନ୍ତିକାରୀ ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଆଜି ପାଳନ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୟୀ ରାଜଗୁରୁଙ୍କ ସ୍ମୃତିଚାରଣ କରି ତାଙ୍କୁ ଶ୍ରଦ୍ଧାଜଂଳି ଦେଇଛନ୍ତି । ଜୟୀ ରାଜଗୁରୁଙ୍କ ଅସାଧାରଣ…

ଓଡିଶା ସରକାରଙ୍କ ଦକ୍ଷ ଆର୍ଥିକ ସଂକଟ ପରିଚାଳନା ଉଦ୍ୟମକୁ ରିଜର୍ଭ ବ୍ୟାଙ୍କର ପ୍ରଶଂସା

ଭୁବନେଶ୍ୱର- ଓଡିଶା ସରକାରଙ୍କ ଦକ୍ଷ ଆର୍ଥିକ ସଂକଟ ପରିଚାଳନାକୁ ରିଜର୍ଭ ବ୍ୟାଙ୍କ୍ ଅଫ ଇଣ୍ଡିଆର ରିପୋର୍ଟରେ ସ୍ଥାନ ଦିଆଯାଇଛି । ଏ ଦିଗରେ ରାଜ୍ୟରେ ନବୀନ ସରକାରଙ୍କ ତିନି ପର୍ଯ୍ୟାୟ ଆଭିମୁଖ୍ୟ ସଂପର୍କରେ ରିଜର୍ଭ ବ୍ୟାଙ୍କ୍ ରିପୋର୍ଟରେ ଉଲ୍ଲେଖ କରାଯାଇଛି । ରିପୋର୍ଟରେ କୁହାଯାଇଛି ଯେ,…

ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ସାଧାରଣ ଲୋକର ଜୀବନରେ ପରିବର୍ତ୍ତନ ପାଇଁ ବୈଷୟିକ ବିଦ୍ୟାର ବ୍ୟାପକ ପ୍ରୟୋଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ ଭୁବନେଶ୍ବର: ଏଣିକି ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲକୁ ବ୍ୟବହାର କରିବା ଦରକାର ପଡିବ ନାହିଁ। ମାତ୍ର ଗୋଟିଏ…

ଉପନିର୍ବାଚନରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ୨୮ ତିର୍ତୋଲ ଓ ୨୯ ତାରିଖରେ ବାଲେଶ୍ୱର ସଦର ଆସନରେ…

ଭୁବନେଶ୍ୱର – ତିର୍ତୋଲ ଓ ବାଲେଶ୍ୱର ସଦର ବିଧାନସଭା ଆସନରେ ହେଉଥିବା ଉପନିର୍ବାଚନ ପାଇଁ ପ୍ରଚାର ଅଭିଯାନରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେଡିର ଷ୍ଟାର ପ୍ରଚାରକ ଭାବେ ମୁଖ୍ୟମନ୍ତ୍ରୀ ବୁଧବାର ତିର୍ତୋଲ ଓ ଆସନ୍ତା ୨୯ ତାରିଖରେ ବାଲେଶ୍ୱର ସଦର…

ପବିତ୍ର ଦଶହରା ଓ ବିଜୟାଦଶମୀ ଉପଲକ୍ଷେ ମୁୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର- ଆଜି ଦେଶର ଅନେକ ଅଂଚଳରେ ଦଶହରା ପାଳନ କରାଯାଉଛି । ଓଡିଶାରେ ବି ଆଜି ମଣ୍ଡପରେ ପାଳନ କରାଯାଉଛି ଦଶହରା । ପବିତ୍ର ବିଜୟାଦଶମୀ ଓ ଦଶହରା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭନନ୍ଦନ ଜଣାଇଛନ୍ତି । ମାଆ ଦୁର୍ଗାଙ୍କ ଆଶୀର୍ବାଦରୁ…

ଦୁର୍ଗାପୂଜା ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର- ପବିତ୍ର ଦୁର୍ଗାପୂଜା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶାରଦୀୟ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ମା’ ଦୁର୍ଗାଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ,ସମୃଦ୍ଧି ଓ ଉଲ୍ଲାସ ଭରିଦେଉ ବୋଲି ରାଜ୍ୟବାସୀଙ୍କୁ ପୂଜା ଅଭିନନ୍ଦନ ବାର୍ତାରେ କହିଛନ୍ତି…