Browsing Tag

CM Naveen Patnaik

ନିଟ୍ ଟପ୍ପର ସୋଏବ ଆଫତାବଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ, ସଫଳତା ପାଇଁ ଜଣାଇଲେ ଅଭିନନ୍ଦନ

ଭୁବନେଶ୍ୱର- ନିଟ୍ ସର୍ବଭାରତୀୟ ଟପ୍ପର ହୋଇଥିବା ଓଡିଶାର ସୋଏବ ଆଫତାବଙ୍କ ସହ କଥା ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତାଙ୍କୁ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି । ସୋଏବଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କଠାରୁ ଫୋନ୍ କଲ୍ ପାଇ ସୋଏବ ବେଶ୍…

ପୁରୀ ଗସ୍ତ କରି ଶ୍ରୀମନ୍ଦିର ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପୁରୀ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଶ୍ରୀମନ୍ଦିର ଐତିହ୍ୟ ନିରାପତା ବଳୟରେ ଚାଲିଥିବା କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ବଡଦାଣ୍ଡରେ ପାଖାପାଖି ୩୦ ମିନିଟ କାଳ ଚାଲି ଚାଲି ସମୀକ୍ଷା କରିଥିଲେ…

ଗଡଜାତ ଗାନ୍ଧି ସାରଙ୍ଗଧର ଦାସଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଜଂଳି

ଭୁବନେଶ୍ୱର – ସମାଜବାଦୀ ଆନ୍ଦୋଳନର ବାର୍ତାବହ ତଥା ଗଡଜାତ ଗାନ୍ଧି ଭାବେ ପରିଚିତ ସାରଙ୍ଗଧର ଦାସଙ୍କ ଆଜି ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତାଙ୍କୁ ଶ୍ରଦ୍ଧାଜଂଳି ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତାରେ କହିଛନ୍ତି ଯେ, ସାରଙ୍ଗଧରଙ୍କ ନେତୃତ୍ୱରେ ରାଜ୍ୟରେ…

ନିଟ୍ -୨୦୨୦ ଟପ୍ପରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର- ନିଟ୍ -୨୦୨୦ରେ ଶତ ପ୍ରତିଶତ ନମ୍ବର ରଖି ଟପ୍ପର ହୋଇଥିବା ଓଡିଶାର ସୋଏବ ଅଫତାବଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ସୋଏବଙ୍କୁ ତାଙ୍କ ସଫଳତା ପାଇଁ ଶୁଭେଚ୍ଛା ଜଣାଇବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଜନ୍ମଦିନକୁ ବୃଦ୍ଧାଶ୍ରମରେ ପାଳିଲେ ଓଟିଡିସି ଅଧ୍ଯକ୍ଷା ଶ୍ରୀମୟୀ ମିଶ୍ର

କଟକ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଆହ୍ଵାନ କ୍ରମେ କଟକ ର ନରାଜ ସ୍ଥିତ ଶ୍ରଦ୍ଧା ଓ ସାଧନା ବୃଦ୍ଧାଶ୍ରମ ରେ ମୁଖ୍ୟମନ୍ତ୍ରୀ ଙ୍କ ଜନ୍ମଦିନ କୁ ନିଆରା ଢଙ୍ଗରେ ପାଳନ କରିଛନ୍ତି ଓଟିଡିସି ଅଧ୍ଯକ୍ଷା ତଥା ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର । ଆଜି ୭୫ ବର୍ଷ ରେ ପାଦଥାପିଛନ୍ତି…