‘ମୋ ସ୍କୁଲ’ ଅଭିଯାନରେ ସାମିଲ ହେବା ପାଇଁ ରାଜ୍ୟର କେନ୍ଦ୍ର ମନ୍ତ୍ରୀ, ସାଂସଦ, ବିଧାୟକ ଓ ବିଚାରପତିଙ୍କୁ ନବୀନଙ୍କ…
ଭୁବନେଶ୍ୱର- ରାଜ୍ୟରେ ‘ମୋ ସ୍କୁଲ’ ଅଭିଯାନକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସ । ଏହି କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଦୁଇ କେନ୍ଦ୍ର ମନ୍ତ୍ରୀ, ସାଂସଦ ଓ ବିଧାୟକମାନଙ୍କୁ କହିଛନ୍ତି ।
ଏ ନେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଚିଠି…