Browsing Tag

CM Naveen Patnaik

ପ୍ରଧାନମନ୍ତ୍ରୀଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ, ନିଟ୍‌, ଜେଇଇ ସ୍ଥଗିତ ରଖିବାକୁ ଅନୁରୋଧ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଟ୍ ଓ ଜେଇଇ ପରୀକ୍ଷା ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । କୋରୋନା ମହାମାରୀ ଓ ରାଜ୍ୟରେ ବନ୍ୟା ସ୍ଥିତି ପାଇଁ ନିଟ୍ ଓ ଜେଇଇ ସ୍ଥଗିତ…

ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ,ଆବଶ୍ୟକ ପଦକ୍ଷେପ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର : ଲଘୁଚାପ ବର୍ଷା ଯୋଗୁଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ଷା ଓ ସମ୍ଭାବିତ ବନ୍ୟା ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । ଗତ ଦୁଇ ଦିନ ମଧ୍ୟରେ ରାଜ୍ୟର ୯ଟି ଜିଲ୍ଲାରେ…

କୋଭିଡ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ପୂଜା ଛୁଟି ଯାଏଁ ସ୍କୁଲ କଲେଜ ବନ୍ଦ, ପ୍ରବାସୀ ଶ୍ରମିକଙ୍କ ରୋଜଗାର…

ଭୁବନେଶ୍ୱର : ବର୍ତମାନର କୋଭିଡ ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ଉଦବେଗକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସ୍କୁଲ୍ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ବୁଧବାର ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ…

ମଦର ଟେରେସାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଂଜଳି

ଭୁବନେଶ୍ୱର : ଆଜି ହେଉଛି ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ଭାରତ ରତ୍ନ ମଦର ଟେରେସାଙ୍କ ଜୟନ୍ତୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ମଦର ଟେରେସାଙ୍କ ମାନବ ସେବାକୁ ସ୍ମରଣ କରିଛନ୍ତି । ମଦର ଟେରେସା ଗରିବ, ଅନାଥ, ରୋଗୀ ଓ ଲାଂଛିତଙ୍କ ସେବାରେ ସାରା ଜୀବନ ଉତ୍ସର୍ଗ…