Browsing Tag

CM Naveen Patnaik

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : କେନ୍ଦ୍ରାପଡା ଜିଲ୍ଲାର ପ୍ରତି ବ୍ଲକକୁ ମିଳିବ ଭେଂଟିଲେଟର ଯୁକ୍ତ ଆମ୍ବୁଲାନ୍ସ

ଭୁବନେଶ୍ୱର : କେନ୍ଦ୍ରାପଡା ଜିଲ୍ଲାବାସୀଙ୍କ ସୁବିଧା ପାଇଁ ଜିଲ୍ଲାର ପ୍ରତି ବ୍ଲକକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଂଠିରୁ ଗୋଟିଏ ଲେଖାଏଁ ଭେଂଟିଲେଟର ଯୁକ୍ତ ଆମ୍ବୁଲାନ୍‌ସ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଭିଡିଓ କନଫରେନସିଂ ଜରିଆରେ ଜିଲ୍ଲାର…

ଓଏସଏସସିରେ ନୂଆ ସଦସ୍ୟ

ଭୁବନେଶ୍ବର: ଓଡିଶା ଷ୍ଟାଫ୍ ସିଲେକସନ କମିଶନର ନୂଆ ସଦସ୍ୟ ଭାବେ ପ୍ରଫେସର ଜଗନ୍ନାଥ ଲେଙ୍କାଙ୍କୁ ନିଯୁକ୍ତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଫେସର ଲେଙ୍କା ନର୍ଥ ଓଡିଶା ବିଶ୍ୱବିଦ୍ୟାଳୟର ଅର୍ଥନୀତି ବିଭାଗର ପୂର୍ବତନ ମୁଖ୍ୟ ଥିଲେ । ପ୍ରଫେସର ଲେଙ୍କା, ଇଂଡଷ୍ଟ୍ରିଆଲ୍…