ଅଭିନେତା ରବି ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର -ବିଶିଷ୍ଟ ଅଭିନେତା ରବି ମିଶ୍ରଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି ଯେ, ରବି ମିଶ୍ର ନିଖୁଣ ଅଭିନୟ ଦ୍ୱାରା ଅନେକ ଲୋକପ୍ରିୟ ଚଳଚ୍ଚିତ୍ର ଓ ଧାରାବାହିକରେ ନିଜ ଛାପ ଛାଡିଯାଇଛନ୍ତି । ଏହା ତାଙ୍କୁ…