Browsing Tag

CM Naveen Patnaik

କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀ ପାଇବେ ବୋନସ୍ , ଆର୍ଥିକ ସଶକ୍ତିକରଣ ଦିଗରେ ନବୀନଙ୍କ ଆଉ ଏକ ପଦକ୍ଷେପ

କେନ୍ଦୁପତ୍ର ତୋଳାଳି ଓ ଅନ୍ୟ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ୯୨.୭ କୋଟି ଟଙ୍କାର ବୋନସ୍ ଓ ଅନ୍ୟାନ୍ୟ ସହାୟତା ପ୍ରଦାନ ନେଇ ନିକଟରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିମଧ୍ୟରୁ କେବଳ ବୋନସ୍ ପରିମାଣ ୫୯.୭୮ କୋଟି ଟଙ୍କା ରହିଛି । ସେହିପରି ମୃତ୍ୟୁ ଓ ଅକର୍ମଣ୍ୟ…

ଆମର ଷ୍ଟାର୍ଟ ଅପ୍ ପଲିସି ଦେଶର ଶ୍ରେଷ୍ଠ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କାମ କଲେ ବ୍ରାଣ୍ଡ୍ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱରରେ ଆୟୋଜିତ ସମ୍ବାଦ ଏକ୍ସିଲେନ୍ସ ଆୱାର୍ଡ -୨୦୨୧ରେ ପୁରସ୍କାର ବିତରଣ ଉତ୍ସବକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ଏହି କାର୍ଯ୍ୟକ୍ରମକୁ…

ବିକାଶର ନୂଆ ଫର୍ଦ ଯୋଡିଲା କଳାହାଣ୍ଡି

କଳାହାଣ୍ଡି: ଏକଦା ଅନୁନ୍ନତ ଆଉ ଅବିକଶିତ ଇଲାକାର ପରିଭାଷା ଥିଲା କଳାହାଣ୍ଡି । ଅଭାବ ଅନଟନ ଯେମିତି କଳାହାଣ୍ଡିର ସହଚର ଥିଲେ । କ୍ଷୁଧା ମୃତ୍ୟୁ , ଶିଶୁ ବିକ୍ରି ପାଇଁ ସାରା ବିଶ୍ବରେ ଆଲୋଡନ ସୃଷ୍ଟି କରିଥିଲା କଳାହାଣ୍ଡି । ହେଲେ ବର୍ତ୍ତମାନ ସେ ସମୟ ଆଉ ନାହିଁ । ସମୟ ସହ କଳାହାଣ୍ଡି…

କଟକ: ନେତାଜୀ ସୁଭାଷ ବୋଷଙ୍କ ନାମରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ

ଭୁବନେଶ୍ବର: କଟକର ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ। ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା। ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଘୋଷଣା କରିଥିଲେ।…

ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଭୀର ଶୋକ ପ୍ରକାଶ 

 ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଭୁବନେଶ୍ବର: ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି.ପ୍ରକାଶ ରାଓଙ୍କର ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକ ବର୍ଷାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି…