Browsing Tag

CM Naveen Patnaik

ଗୁରୁ କେଳୁଚରଣଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ପ୍ରଖ୍ୟାତ ଓଡିଶୀ ନୃତ୍ୟ ଶିଳ୍ପୀ ପଦ୍ମ ବିଭୂଷଣ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶୀ ନୃତ୍ୟର ଗରିମା ବୃଦ୍ଧି ସହ ଶାସ୍ତ୍ରୀୟ ନୃତ୍ୟର ପ୍ରସାର କ୍ଷେତ୍ରରେ ଗୁରୁ କେଳୁଚରଣଙ୍କ ଅବଦାନ ସର୍ବଦା ପ୍ରେରଣାର…

ଟୀକାକରଣ ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ: ନବୀନ

ଆଗାମୀ ଦୁଇ ମାସ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦ ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସଂପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍‌ ଶୀଘ୍ର ଶିକ୍ଷାନୁଷ୍ଠନ ଖୋଲିବାକୁ ଯାଉଛି । ତେଣୁ ଆଗାମୀ ୨ ମାସ ଆମକୁ…

ଆରଏସପି ଗ୍ୟାସ ଲିକ୍‌ରେ ୪ ମୃତ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର- ରାଉରକେଲା ଷ୍ଟିଲପ୍ଲାଂଟରେ ଗ୍ୟାସ ଲିକ୍‌ରେ ୪ ମୃତ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରକୁ ସେ ସମବେଦନା ଜଣାଇଛନ୍ତି । ଅସୁସ୍ଥଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ବ୍ରହ୍ମପୁର ମୋ ପାଇଁ ସବୁବେଳେ ସ୍ୱତନ୍ତ୍ର ଗୁରୁତ୍ୱ ରଖେ : ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର- ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ହୋଇଛି । ରାମଲିଙ୍ଗେଶ୍ୱର ପ୍ରମୋଦ ଉଦ୍ୟାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ଏହି ପ୍ରମୋଦ ଉଦ୍ୟାନକୁ ଲୋକାର୍ପିତ କରିଛନ୍ତି । ଚିତ୍ତାକର୍ଷକ ଆତସବାଜି, ଶିବ ତାଣ୍ଡବ ସ୍ତ୍ରୋତ୍ରର ତାଳେ ତାଳେ ଲେଜର ଲାଇଟ୍ ଓ ଏକ…

ଆଜି ରାମଲିଙ୍ଗେଶ୍ୱର ପ୍ରମୋଦ ଉଦ୍ୟାନକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର – ରେଶମ ସହରବାସୀଙ୍କ ଦୀର୍ଘଦିନର ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି । ସହରର କେନ୍ଦ୍ରସ୍ଥଳରେ ନବନିର୍ମିତ ରାମଲିଙ୍ଗେଶ୍ୱର ପ୍ରମୋଦ ଉଦ୍ୟାନ ଆଜି ଉଦଘାଟନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରମୋଦ ଉଦ୍ୟାନକୁ ଆଜି ଅପରାହ୍ନ ୫ଟା ୧୫ ମିନିଟରେ ଲୋକାର୍ପିତ କରିବେ ।…

ଶପଥ ନେଲେ ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଏସ. ମୁରଲୀଧର ଆଜି ଶପଥ ଗ୍ରହଣ କରିଛନ୍ତି । ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜଷ୍ଟିସ ମୁରଲୀଧରଙ୍କୁ ଶପଥ ପାଠ କରାଇଥିଲେ । ଶପଥ ଗ୍ରହଣ ଉତ୍ସବରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ବିରୋଧୀ ଦଳ ନେତା ପ୍ରଦୀପ୍ତ…