Browsing Tag

CM Naveen Patnaik

ବ୍ରହ୍ମପୁରବାସୀଙ୍କ ପ୍ରତୀକ୍ଷାର ହେବ ଅନ୍ତ, କାଲି ରାମଲିଙ୍ଗେଶ୍ୱର ପ୍ରମୋଦ ଉଦ୍ୟାନକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର – ରେଶମ ସହରବାସୀଙ୍କ ଦୀର୍ଘଦିନର ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି । ସହରର କେନ୍ଦ୍ରସ୍ଥଳରେ ନବନିର୍ମିତ ରାମଲିଙ୍ଗେଶ୍ୱର ପ୍ରମୋଦ ଉଦ୍ୟାନ ଆସନ୍ତାକାଲି ଉଦଘାଟନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରମୋଦ ଉଦ୍ୟାନକୁ ଆସନ୍ତାକାଲି ( ସୋମବାର ) ଅପରାହ୍ନ ୫ଟା ୧୫…

ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳ ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ପ୍ରଗତି ସହ ଓଡିଆ ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ତାଙ୍କ ବହୁମୂଲ୍ୟ ଅବଦାନ ସର୍ବଦା…

ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଂଜିନିୟରିଂ ପଢିବା ପାଇଁ ନବୀନ ସରକାରଙ୍କ ସଂରକ୍ଷଣ ନିଷ୍ପତି…

ମହାତ୍ମା ଗାନ୍ଧୀଙ୍କ 12 ମାର୍ଚ୍ଚ 1930ରେ ଆରମ୍ଭ ହୋଇଥିବା ଯୁଗାନ୍ତକାରୀ ଲବଣ ସତ୍ୟାଗ୍ରହ ବ୍ରିଟିଶ ଶାସନର ମୂଳଦୁଆ ଦୋହଲାଇ ଦେଇଥିଲା | ତାର ପ୍ରଧାନ ଲକ୍ଷ୍ୟଥିଲା ଭାରତର ସ୍ୱାଧୀନତା ପ୍ରାପ୍ତି | ସେହି ସତ୍ୟାଗ୍ରହ ଆରମ୍ଭ ହେବାର ଚାରି ଦିନ ପୂର୍ବରୁ ପୃଥିବୀ ବିଖ୍ୟାତ ମେଡିକାଲ ପତ୍ରିକା…

ସଂଗୀତ ସୁଧାକର ବାଳକୃଷ୍ଣ ଦାସଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଆଜି ହେଉଛି ସଂଗୀତ ସୁଧାକର ବାଳକୃଷ୍ଣ ଦାସଙ୍କ ଜୟନ୍ତୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ଏହି ମହାନ ସଂଗୀତଜ୍ଞଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଓଡିଆ ସଂଗୀତକୁ ଲୋକପ୍ରିୟ କରିବା ସହିତ ଓଡିଶୀ ଗବେଷଣା କ୍ଷେତ୍ରରେ ତାଙ୍କର ବହୁମୂଲ୍ୟ ଅବଦାନ ସର୍ବଦା ସ୍ମରଣୀୟ ।

ପୁରୀରେ ଆନ୍ତର୍ଜାତିକ ବିମାନବନ୍ଦର ନିର୍ମାଣ ପାଇଁ ପ୍ରସ୍ତାବ ଦେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ପୁରୀକୁ ବିଶ୍ୱ ଐତିହ୍ୟ ସହର ଓ ପ୍ରମୁଖ ଆଧ୍ୟାତ୍ମିକ କେନ୍ଦ୍ର ଭାବେ ଗଢି ତୋଳିବାକୁ ରାଜ୍ୟ ସରକାର ବିଭିନ୍ନ ପ୍ରକଳ୍ପ ହାତକୁ ନେଇଛନ୍ତି । ଏବେ ପୁରୀକୁ ଦେଶର ଅନ୍ୟାନ୍ୟା ସହରକୁ ବିମାନପଥରେ ଯୋଡିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀରେ…

ଶହୀଦଙ୍କ ତ୍ୟାଗ କେବେ ହେଲେ ବିଫଳ ହେବ ନାହିଁ : ନବୀନ

ଶହୀଦ କୋଭିଡ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ବରରେ ଏକ ସ୍ମାରକୀ ପ୍ରତିଷ୍ଠା କରାଯିବ - ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହ ଆଲୋଚନା…