ମହାମାରୀକୁ ଲଗାମ ଦେଉଛି ଓଡ଼ିଶା
ଲେଖକ : ପ୍ରତିଭା ନେପାକ
ରାଜ୍ୟ ସରକାରଙ୍କ ଦୂରଦୃଷ୍ଟି ସମ୍ପନ୍ନ କୌଶଳ, ଆଗୁଆ ଯୋଜନା, ସଠିକ ପଦକ୍ଷେପ କାମ ଦେଲା। ଅନ୍ୟ ଛୋଟ ବଡ଼ ରାଜ୍ୟମାନଙ୍କ ଠାରୁ ବେଶ୍ ଉନ୍ନତ ସ୍ଥିତିରେ ରହି ଓଡ଼ିଶା ଚଳିତ ଶତାବ୍ଦୀର ଏଯାବତ୍ ସବୁଠୁ ବଡ଼ ମହାମାରୀକୁ ଦ୍ବିତୀୟ ଥର ଅଧିକ ନିୟନ୍ତ୍ରଣ କରିବାରେ ସକ୍ଷମ…