Browsing Tag

COVID-19 Positive

କମୁଛି ସଂକ୍ରମଣ, ତିନି ହଜାର ତଳେ ସ୍ଥିର ଦୈନିକ କୋରୋନା ସଂକ୍ରମଣ ସଂଖ୍ୟା, ୨୪୮୭ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୨ ହଜାର ୪୮୭ ନୂଆ କୋରୋନା ପଜିଟିଭ । ସଙ୍ଗରୋଧରୁ ୧ ହଜାର ୪୨୮ ଏବଂ ସ୍ଥାନୀୟ ଅଂଚଳରୁ ୧ ହଜାର ୫୯ ପଜିଟିଭ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲାରୁ ସର୍ବାଧିକ ୪୨୨ ଓ ଖୋର୍ଦ୍ଧା ଜିଲ୍ଲାରୁ ୪୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୨୦୨, ବାଲେଶ୍ୱରରୁ…

ରାଜ୍ୟରେ କୋରୋନା ପଜିଟିଭଙ୍କ ସଂଖ୍ୟା ୯ ଲକ୍ଷ ଟପିଲା, ଦିନକରେ ୩୪୦୮ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ମୋଟ କୋରୋନା ପଜିଟିଭଙ୍କ ସଂଖ୍ୟା ୯ ଲକ୍ଷ ପାର୍ କରିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ ହଜାର ୪୦୮ କୋରୋନା ସଂକ୍ରମିତ । ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୯୪୩ ଏବଂ ସ୍ଥାନୀୟ ଅଂଚଳରୁ ୧ ହଜାର ୪୬୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨…

ଦିନକ ପରେ ପୁଣି ଦୈନିକ କୋରୋନା ସଂକ୍ରମଣରେ ବୃଦ୍ଧି, ୩୫୫୪ ନୂଆ ଆକ୍ରାନ୍ତ, ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ସର୍ବାଧିକ…

ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣରେ ପୁଣି ବୃଦ୍ଧି ହୋଇଛି । ଦିନକରେ ୩ ହଜାର ୫୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨ ହଜାର ୨୮ ଏବଂ ସ୍ଥାନୀୟ ଅଞ୍ଚଳରୁ ୧ ହଜାର ୫୨୬ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୫୧, କଟକରୁ ୫୦୧,ବାଲେଶ୍ୱରରୁ ୨୭୧, ଯାଜପୁରରୁ ୨୫୬,…

ଦୈନିକ କୋରୋନା ସଂକ୍ରମଣ ପୁଣି ୩ ହଜାର ତଳେ, ଦିନକରେ ୨ ହଜାର ୯୧୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ଦୁଇ ଦିନର ଉପରମୁହାଁ ଗତି ପରେ ପୁଣି ହ୍ରାସ ହୋଇଛି ଦୈନିକ କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୨ ହଜାର ୯୧୨ ନୂଆ ଆକ୍ରାନ୍ତ । ସଙ୍ଗରୋଧରୁ ୧ ହଜାର ୬୭୫ ଏବଂ ସ୍ଥାନୀୟ ଅଂଚଳରୁ ୧ ହଜାର ୨୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ…