ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣରେ ସାମାନ୍ୟ ବୃଦ୍ଧି, ୩୪୫୬ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୪୫୬ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧ ହଜାର ୯୭୩ ଏବଂ ସ୍ଥାନୀୟ ଅଂଚଳରୁ ୧ ହଜାର ୪୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୪୯୯ ଆକ୍ରାନ୍ତ । କଟକରୁ ୪୮୦, ପୁରୀରୁ…