Browsing Tag

COVID-19 Positive

ପୁଣି ୪ ହଜାର ତଳେ ଦୈନିକ କୋରୋନା ସଂକ୍ରମଣ, ୨୪ ଘଂଟାରେ ରାଜ୍ୟରୁ ୩ ହଜାର ୫୩୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଲଗାତର ଦ୍ୱିତୀୟ ଦିନ ଧରି ଦୈନିକ କୋରୋନା ସଂକ୍ରମଣ ୪ ହଜାର ତଳେ ରହିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩ ହଜାର ୫୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨ ହଜାର ୧୬ ଓ ସ୍ଥାନୀୟ ଅଂଚଳରୁ ୧ ହଜାର ୫୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ…

ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କୋରୋନା ସଂକ୍ରମଣ, ଦିନକରେ ୩୪୦୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪ ହଜାର ତଳକୁ ଖସିଛି ଦୈନିକ କୋରୋନା ସଂକ୍ରମଣ । ଚିହ୍ନଟ ହୋଇଛନ୍ତି ୩ ହଜାର ୪୦୫ ନୂଆ ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୧ ହଜାର ୯୪୨ ଓ ସ୍ଥାନୀୟ ଅଂଚଳରୁ ୧ ହଜାର ୪୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦,…

ରାହୁଲ ଗାନ୍ଧୀ କରୋନା ପଜିଟିଭ୍

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନା ପଜିଟିଭ୍ ହୋଇଛନ୍ତି। ସେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ରାହୁଲ କହିଛନ୍ତି ଯେ ତାଙ୍କ ଠାରେ ସାମାନ୍ୟ ଲକ୍ଷଣ ଦେଖାଦେବା ପରେ ସେ ନିଜର କୋଭିଡ୍ ଟେଷ୍ଟ କରିଥିଲେ । ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି। ଯେଉଁମାନେ ଆମ ସହ ସଂସ୍ପର୍ଶରେ…

ଝାରସୁଗୁଡା ଇଞ୍ଜିନିୟରିଂ ସ୍କୁଲରେ ୨୧ ଜଣ କୋରୋନା ପଜିଟିଭ

ଝାରସୁଗୁଡା: ଝାରସୁଗୁଡାରେ ଏକ ଇଞ୍ଜିନିୟରିଂ ସ୍କୁଲରେ ୨୧ ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ପଜିିଟିଭ ଚିହ୍ନଟ ପରେ ତହସିଲଦାର ଓ ପୌର ଅଧିକାରୀ ସ୍ଥିତି ଅନୁଧ୍ୟାନ କରିଛନ୍ତି । ସବୁ ଆକ୍ରାନ୍ତଙ୍କ କଂଟାକ୍ଟ ଟ୍ରେସିଂ ହେବ । ସଂପୃକ୍ତ ଅଂଚଳକୁ କଂଟେନମେଂଟ୍ ଜୋନ୍ ଘୋଷଣା କରାଯାଇପାରେ ।

ଭାରତରେ ବ୍ରିଟେନ୍ ଷ୍ଟ୍ରେନ୍ ଦ୍ୱାରା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨କୁ ବୃଦ୍ଧି

ନୂଆଦିଲ୍ଲୀ – ଭାରତରେ ବ୍ରିଟେନ ଷ୍ଟ୍ରେନ୍ ଦ୍ୱାରା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଦେଶରେ ଏହି ନୂଆ ଷ୍ଟ୍ରେନ୍ ଜନିତ ଆକ୍ରାନ୍ତଙ୍କ ସଂଖ୍ୟା ୧୦୨ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ବୁଧବାର ଏହି ସୂଚନା ଦେଇଛି । ଜାନୁୟାରୀ ୧୧ ସୁଦ୍ଧା ନୂଆ ଷ୍ଟ୍ରେନ ଜନିତ ମାମଲା ୯୬…