ମାର୍ଚ୍ଚ ୧ରୁ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ
ନୂଆଦିଲ୍ଲୀ – କୋଭିଡ୍ ବିରୋଧରେ ଦେଶରେ ମାର୍ଚ୍ଚ ପହିଲାରୁ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ । ଏହି ପର୍ଯ୍ୟାୟରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ସହ ବିଭିନ୍ନ ଗମ୍ଭୀର ରୋଗରେ ପୀଡିତ ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଲୋକଙ୍କୁ ଟିକା ଲଗାଯିବ । କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର…