‘କୋଭିସିଲ୍ଡ’ ଟିକାର ଜରୁରୀ ବ୍ୟବହାର ପାଇଁ ଆବେଦନ କରିବ ସିରମ୍ ଇନଷ୍ଟିଚ୍ୟୁଟ୍
ନୂଆଦିଲ୍ଲୀ - ସିରମ୍ ଇନଷ୍ଟିଚ୍ୟୁଟ୍ ତରଫରୁ ତିଆରି ହେଉଥିବା କୋଭିଡ୍ ଟିକା ‘କୋଭିସିଲ୍ଡ’ର ଜରୁରୀ ବ୍ୟବହାର ପାଇଁ ଆବେଦନ କରାଯିବ । ସିରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର ସିଇଓ ଅଦାର ପୁନାଓାଲା ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଭାରତ ସରକାର…