Browsing Tag

COVID-19

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା: ସ୍ଥିତି ସଂପୂର୍ଣ ନିୟନ୍ତ୍ରଣାଧୀନ, ଭୟଭୀତ ନ ହେବାକୁ ପରାମର୍ଶ

ଟିକାକରଣ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ରୋଗ ନିୟନ୍ତ୍ରଣ ସଂପର୍କରେ ସମୀକ୍ଷା କରି କହିଛନ୍ତି ଯେ ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି୤ ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ…

ଦେଶରେ ଖସୁଛି କରୋନା ସଂକ୍ରମଣ, ଦିନକରେ ଆଉ ୨.୩୮ ଲକ୍ଷ ମାମଲା ଚିହ୍ନଟ, ୩୧୦ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ତଳକୁ ଖସିବାରେ ଲାଗିଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୩୮ ହଜାର ୧୮ ନୂଆ ମାମଲା ଆସିଥିବାବେଳେ ୩୧୦ ଜଣଙ୍କର ମୃତ୍ୟୁ ହୋଇଛି। ଅବଶ୍ୟ ଏହି ସମୟ ମଧ୍ୟରେ ୧ ଲକ୍ଷ ୫୭ ହଜାର ୪୨୧ କରୋନା ରୋଗୀ…

ରାଜ୍ୟରେ ଆଉ ୧୧ ହଜାର ୮୬ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ।ପଇଁ ୧୧ ହଜାର ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ହଜାର ୮୬ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬ ହଜାର ୪୩୧ ଏବଂ ସ୍ଥାନୀୟ ଅଂଚଳରୁ ୪ ହଜାର ୬୫୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ…

ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ସାମାନ୍ୟ ହ୍ରାସ, ୧୦ ହଜାର ୪୮୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦ ହଜାର ୪୮୯ ନୂଆ ଆକ୍ରାନ୍ତ । ସଙ୍ଗରୋଧରୁ ୬ ହଜାର ୮୨ ଓ ସ୍ଥାନୀୟ ଅଂଚଳରୁ ୪ ହଜାର ୪୦୭ ଜଣ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରେ ଶିଶୁ,କିଶୋରଙ୍କ ସଂଖ୍ୟା ହେଉଛି…

ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୧୧ ହଜାର ଟପିଲା

ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୧୧ ହଜାର ପାର୍ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ହଜାର ୧୭୭ ଆକ୍ରାନ୍ତ । ସଙ୍ଗରୋଧରୁ ୬ ହଜାର ୪୭୯ ଓ ସ୍ଥାନୀୟ ଅଂଚଳରୁ ୪ ହଜାର ୬୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୧ ହଜାର ୧୬ ଜଣ ହେଉଛନ୍ତି ଶିଶୁ ଓ କିଶୋର ।…

ଦେଶରେ ଆଉ ୨.୭୧ ଲକ୍ଷ ନୂଆ କରୋନା ମାମଲା ଚିହ୍ନଟ, ଓମିକ୍ରନ୍ ରୋଗୀଙ୍କ ସଂଖ୍ୟା ୭,୭୪୩

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀର ତୃତୀୟ ଲହର ଗତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦୁଇ ଲକ୍ଷ ୭୧ ହଜାର ୨୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହିତ ଏପର୍ଯ୍ୟନ୍ତ ଓମିକ୍ରନ୍ ଭାରିଆଣ୍ଟର ୭ ହଜାର ୭୪୩ ମାମଲା…