Browsing Tag

COVID-19

କରୋନା ଅପଡେଟ୍: ଦେଶରେ ଆଉ ୬,୯୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଓମିକ୍ରନ୍ ମାମଲା ୪୨୨କୁ ବୃଦ୍ଧି

ନୂଆଦିଲ୍ଲୀ: ସାରା ଦେଶରେ ଓମିକ୍ରନ୍ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୪୨୨କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ରରେ ସର୍ବାଧିକ ୧୦୮ ଜଣ ଓମିକ୍ରନ ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୨ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି । ଶନିବାର ଦିନ…

ରାଜ୍ୟରେ ଆଉ ୧୧୨ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୧୨ କୋରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟା ମଧ୍ୟରେ ସଙ୍ଗରୋଧରୁ ୬୭ ଓ ସ୍ଥାନୀୟ ଅଂଚଳରୁ ୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ ବୟସର ୧୭ ଜଣ ମଧ୍ୟ କୋରୋନା ସଂକ୍ରମିତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬, କଟକରୁ ୧୩,…

ଜାନୁଆରୀ ୩ରୁ ଦେଶରେ ୧୫ ବର୍ଷରୁ ଊର୍ଦ୍ଧ୍ବ ବୟସର‌ ପିଲାଙ୍କ ଟିକାକରଣ, ୬୦ ବର୍ଷରୁ ଊର୍ଦ୍ଧ୍ବ ବୟସ୍କ ଓ କରୋନା…

ନୂଆଦିଲ୍ଲୀ: ଜାନୁଆରୀ ୩ରୁ ଦେଶରେ ୧୫ ବର୍ଷରୁ ଊର୍ଦ୍ଧ୍ବ ବୟସ୍କ ପିଲାମାନଙ୍କୁ କରୋନା ଟିକା ଦିଆଯିବ | ଏହା ସହିତ ସ୍ୱାସ୍ଥ୍ୟ କର୍ମୀ ଏବଂ ଫ୍ରଣ୍ଟ ଲାଇନ କର୍ମଚାରୀଙ୍କୁ ମଧ୍ୟ ବୁଷ୍ଟର ଡୋଜ୍ ଦିଆଯିବ। ଓମିକ୍ରନ୍ ବିପଦ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାତି ୧୦ଟାରେ ଦେଶକୁ…

ବଢ଼ିଲା ଓମିକ୍ରନ୍ ଚିନ୍ତା: ୧୦ଟି ରାଜ୍ୟକୁ କେନ୍ଦ୍ରୀୟ ଦଳ ପଠାଇବେ ସରକାର

ନୂଆଦିଲ୍ଲୀ: ଦେଶର ବିଭିନ୍ନ ସ୍ଥାନରେ ଓମିକ୍ରନ୍ ମାମଲା ବୃଦ୍ଧି ପାଉଛି। କରୋନାର ଏହି ନୂଆ ଭାରିଆଣ୍ଟ ବିପଦ ମଧ୍ୟରେ କେନ୍ଦ୍ର ସରକାର ୧୦ଟି ରାଜ୍ୟକୁ ମଲ୍ଟି ଡିସିପ୍ଲିନାରି ଦଳ ପଠାଇଛି ‌। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଏହି ୧୦ ରାଜ୍ୟରେ ଓମିକ୍ରନ୍ ସହ କରୋନା ମାମଲା ବୃଦ୍ଧି ପାଉଛି |…

ରାଜ୍ୟରେ ଆଉ ୧୨୪ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୨୪ ନୂଆ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୭୫ ଓ ସ୍ଥାନୀୟ ଅଂଚଳରୁ ୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୧୭ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧, କଟକରୁ ୮, ବରଗଡରୁ ୬, ଝାରସୁଗୁଡାରୁ…

ରାଜ୍ୟରେ ଆଉ ୧୪୧ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର-ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୪୧ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୮୪ ଓ ସ୍ଥାନୀୟ ଅଂଚଳରୁ ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୧୯ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮, କଟକରୁ ୧୨, କେନ୍ଦ୍ରାପଡାରୁ…

ରାଜ୍ୟରେ ଆଉ ୧୫୫ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଆଉ ୧୫୫ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ସଙ୍ଗରୋଧରୁ ୯୧ ଓ ସ୍ଥାନୀୟ ଅଂଚଳରୁ ୬୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସ୍କର ୩୨ ଜଣ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪, ସମ୍ବଲପୁର…