ନିମ୍ନଗତି ଜାରି, ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୪ ହଜାର ତଳେ
ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୪ ହଜାର ତଳେ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩ ହଜାର ୪୫୦ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨ ହଜାର ୧୨ ଓ ସ୍ଥାନୀୟ ଅଂଚଳରୁ ୧ ହଜାର ୪୩୮ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୩୬ ଜଣ…