Browsing Tag

COVID-19

ଦେଶରେ କରୋନାର ଲମ୍ବା ଡିଆଁ ଜାରି, ଦିନକରେ ଆସିଲା ୩.୪୭ ଲକ୍ଷ ମାମଲା, ୭୦୩ ମୃତ

ନୂଆଦିଲ୍ଲୀ: ଦେଶରେ କରୋନାର ଲମ୍ବା ଡିଆଁ ଜାରି ରହିଛି । ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୩ ଲକ୍ଷ ୪୭ ହଜାର ୨୫୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ଏହି ରୋଗରେ ଆଉ ୭୦୩ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ଦେଶରେ ଓମିକ୍ରନ୍ ଭାରିଆଣ୍ଟର…

ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ କୋରୋନା ସଂକ୍ରମଣ, ଦିନକରେ ଚିହ୍ନଟ ହେଲେ ୯, ୮୩୩ ପଜିଟିଭ

ଭୁବନେଶ୍ୱର-ରାଜ୍ୟରେ ଲଗାତର ଦ୍ୱିତୀୟ ଦିନ ଦୈନିକ କୋରୋନା ସଂକ୍ରମଣ ହ୍ରାସ ପାଇଛି । ୧୦ ହଜାର ତଳକୁ ଖସିଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯ ହଜାର ୮୩୩ ପଜିଟିଭ । ସଙ୍ଗରୋଧରୁ ୫ ହଜାର ୬୯୯ ଓ ସ୍ଥାନୀୟ ଅଂଚଳରୁ ୪ ହଜାର ୧୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ…

ଓଡିଶାରେ ପହଂଚିଲା ଓମିସିୟର କିଟ୍‌, ଚାଲିଛି ଡ୍ରାଏ ରନ୍

ଭୁବନେଶ୍ୱର- ଓଡିଶାରେ ପହଂଚିଛି ଓମିସିୟର କିଟ୍ । କିଟ୍ ପହଂଚିବା ପରେ ଡ୍ରାଏ ରନ୍ ଚାଲିଛି । କିଟ୍ ଠିକ ଅଛି କି ନାହିଁ , ସେ ନେଇ ପରୀକ୍ଷା କରାଯାଉଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ଇଂଟରନାଲ ଷ୍ଟଡି ପାଇଁ ଏହି କିଟ୍ ବ୍ୟବହାର କରାଯିବ । ଯେଉଁ ଜିଲ୍ଲାରେ ଅଧିକ…

ଦିନକରେ ଆସିଲା ୨.୮୨ ଲକ୍ଷ ନୂଆ ମାମଲା, ୪୪୧ ମୃତ, ପଜିଟିଭିଟି ହାର ୧୪.୪୩%ରୁ ୧୫.୧୩%କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ କରୋନାର ଦୈନିକ ସଂକ୍ରମଣରେ ୧୮% ବୃଦ୍ଧି ଘଟିଛି। ଏହା ସହିତ ଓମିକ୍ରନ୍ ମାମଲା ମଧ୍ୟ ବିପଜ୍ଜନକ ଭାବେ ବୃଦ୍ଧି ପାଉଛି | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାର ଦୁଇ ଲକ୍ଷ ୮୨ ହଜାର ୯୭୦ ନୂଆ ମାମଲା ରିପୋର୍ଟ ହୋଇଛି । ଦିନକରେ ଆଉ ୪୪୧ ଜଣଙ୍କର ମୃତ୍ୟୁ ହୋଇଛି। ଏଥି ସହିତ…

ରାଜ୍ୟରେ ଆଉ ୧୧,୬୦୭ କୋରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରେ ୪ ହଜାର ପାର କଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧ ହଜାର ୬୦୭ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬ ହଜାର ୭୨୮ ଓ ସ୍ଥାନୀୟ ଅଂଚଳରୁ ୪ ହଜାର ୮୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୯୯୧ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ । ଖୋର୍ଦ୍ଧା…