ୱେଲ୍ ମାର୍କ୍ଡ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ ବଳୟ
ଭୁବନେଶ୍ୱର - ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ବଳୟ ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଲଘୁଚାପ ୧୨ ଘଣ୍ଟାରେ ଅବପାତରେ ପରିଣତ ହେବ ଓ ୨୪ ଘଣ୍ଟାରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଆସନ୍ତାକାଲିଠାରୁ ପବନର ବେଗ…