ଟ୍ୱିଟରକୁ କେନ୍ଦ୍ର ସରକାରଙ୍କ ନୋଟିସ୍, ଚାଷୀ ଆନ୍ଦୋଳନ ସହ ଜଡିତ ଆକାଉଣ୍ଟ୍ ବ୍ଲକ୍ ନ କଲେ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ – ଚାଷୀ ଆନ୍ଦୋଳନ ସହ ଜଡିତ ଆକାଉଣ୍ଟ୍ ବନ୍ଦ କରିବାକୁ ଟ୍ୱିଟରକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶ ପାଳନ ନ କରାଗଲେ ଆଇନାନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଟ୍ୱିଟରକୁ ସରକାରଙ୍କ ତରଫରୁ ଜାରି ନୋଟିସରେ କୁହାଯାଇଛି ।
କିଛି ଦିନ ତଳେ ଚାଷୀ…