Browsing Tag

Ganjam

ମାର୍ଚ୍ଚ ୧୯ରେ ବ୍ରହ୍ମପୁର ଠାକୁରାଣୀ ଯାତ୍ରା ପାଇଁ ଶୁଭଖୁଣ୍ଟି ସ୍ଥାପନ

ବ୍ରହ୍ମପୁର: ମାର୍ଚ୍ଚ ୧୯ ତାରିଖ ଶୁକ୍ରବାରରୁ ଆରମ୍ଭ ହୋଇଯିବ ବ୍ରହ୍ମପୁରର ପ୍ରସିଦ୍ଧ ମା' ବୁଢ଼ୀ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ପର୍ବ। ସେହି ଦିନ ଏହି ଦ୍ବିବାର୍ଷିକ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ କରାଯିବ। ୧୯ ତାରିଖ ରାତି ୯ଟାରେ ପ୍ରଥମେ ଦେଶୀବେହେରା ସାହିରେ ଆୟୋଜକଙ୍କ ବୈଠକ…

ରଙ୍ଗେଇଲୁଣ୍ଡା ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଗୋପବନ୍ଧୁ ଦାଶ

ବ୍ରହ୍ମପୁର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଓଏସଡି ଗୋପବନ୍ଧୁ ଦାଶ ଗଂଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ସେ ସ୍ଥାନୀୟ ଲୋକ ଓ ଜନ ପ୍ରତିନିଧିଙ୍କ ସହ ଆଲୋଚନା କରି ବିଭିନ୍ନ ସରକାରୀ ଯୋଜନା କିଭଳି କାର୍ଯ୍ୟକାରୀ ହେଉଛି, ତାହା…