Browsing Tag

Heavy Rainfall

ଡିସେମ୍ବର ୨ ରୁ ୪ ଯାଏଁ ରାଜ୍ୟରେ ସମ୍ଭାବ୍ୟ ଲଘୁଚାପ ବର୍ଷା, ବାତ୍ୟା ହେବା ନେଇ ସ୍ପଷ୍ଟ ସୂଚନା ନାହିଁ

ଭୁବନେଶ୍ୱର- ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଡିସେମ୍ବର ୨ତାରିଖରୁ ୪ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ, ଲଘୁଚାପ ବାତ୍ୟାର ରୂପ ନେବ କି ନାହିଁ…

ଆଜିଠୁ ରାଜ୍ୟରେ ବର୍ଷାରୁ ଆଶ୍ୱସ୍ତି, ୧୭ରୁ ଦକ୍ଷିଣ ଓଡିଶାରେ ପୁଣି ବର୍ଷା

ଭୁବନେଶ୍ୱର- ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲ୍ଲା ବିଶେଷ କରି ଦକ୍ଷିଣ ଓଡିଶାର ଜିଲ୍ଲାଗୁଡିକରେ ଗତ ଦୁଇ ତିନି ଦିନ ପ୍ରବଳ ବର୍ଷା ପରେ ଆଜିଠାରୁ ଆଶ୍ୱସ୍ତି ମିଳିବ । ଆଜିଠାରୁ ଓଡିଶାର ଜିଲ୍ଲାଗୁଡିକରେ ବର୍ଷାର ପ୍ରଭାବ କମିବ । ଶୀତର ପ୍ରଭାବ ରହିବ ନାହିଁ । ଆକାଶ ମେଘାଚ୍ଛନ୍ନ…

ରାଜ୍ୟର ଅନେକ ସ୍ଥାନରେ ଲଘୁଚାପ ବର୍ଷା, ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ, ଛତ୍ରପୁରରେ ସର୍ବାଧିକ ବର୍ଷା

ଭୁବନେଶ୍ୱର- ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ବର୍ତ୍ତମାନ ତାମିଲନାଡୁ ଉପକୂଳ ଓ ଆଭ୍ୟନ୍ତରୀଣ ଅଂଚଳରେ ସକ୍ରିୟ ରହିଛି । ସେହି ଅଂଚଳରୁ ଗୋଟିଏ ଟ୍ରାପ ଲାଇନ ଓଡିଶା ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ…

ରାତିକ ଭିତରେ ପ୍ରବଳ ବର୍ଷା

ବ୍ରହ୍ମପୁର: ସୋମବାର ରାତିରେ ବ୍ରହ୍ମପୁର ମହାନଗର ସମେତ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ରାଜ୍ୟରୁ ମୌସୁମୀ ପ୍ରବାହ ପ୍ରାୟ ବିଦାୟ ନେଇ ସାରିଥିବା ବେଳେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ତଥା ଘୁର୍ଣ୍ଣିବଳୟ ପ୍ରଭାବରେ ଗତ ୨/୩ ଦିନ ହେବ ପାଣିପାଗ ମେଘୁଆ ରହୁଛି। ତେବେ ସୋମବାର ରାତିତମାମ…

୭ଟି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର- ରାଜ୍ୟରେ ଲଘୁଚାପ ପ୍ରଭାବରେ ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରପ ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,…

ରାଜ୍ୟରେ ଆଉ ତିନି ଦିନ ଲଘୁଚାପ ବର୍ଷା

ଭୁବନେଶ୍ୱର – ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ରାଜ୍ୟରେ ଆଉ ୧୬ ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି । କେନ୍ଦ୍ରାପଡା, କଟକ,…