ଆଇସିସି ଦିନିକିଆ ମାନ୍ୟତା: କୋହଲି, ରୋହିତଙ୍କ ପ୍ରାଧାନ୍ୟ ଅବ୍ୟାହତ
ଦୁବାଇ - ଆଇସିସି ଦ୍ୱାରା ଜାରି ସଦ୍ୟତମ ଦିନିକିଆ ବ୍ୟାଟିଂ ତାଲିକର ପ୍ରଥମ ଦୁଇଟି ସ୍ଥାନରେ ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ସିନିୟର ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କ ପ୍ରାଧାନ୍ୟ ଜାରି ରହିଛି । ଭାରତର ଏହି ଦୁଇ ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ବଜାୟ…