୭ଟି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର- ରାଜ୍ୟରେ ଲଘୁଚାପ ପ୍ରଭାବରେ ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରପ ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,…