ଆଇପିଏଲ୍: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଚମ ଥର ଚାମ୍ପିୟନ
ଦୁବାଇ: ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ପୁଣି ଆଧିପତ୍ୟ ଜାହିର କରିଛି । ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍-୧୩ର ଫାଇନାଲରେ ମୁମ୍ବାଇ ୫ ୱିକେଟରେ ଦିଲ୍ଲୀ କ୍ୟାପିଟାଲ୍ସକୁ ହରାଇ ରେକର୍ଡ ପଞ୍ଚମ ଥର ପାଇଁ ଟାଇଟଲ ଜିତିଛି । ବୋଲରଙ୍କ ଶାଣିତ ପ୍ରଦର୍ଶନ ପରେ ଅଧିନାୟକ ରୋହିତ ଶର୍ମାଙ୍କ…