ନବୀନଙ୍କ ଟିକା ପ୍ରସ୍ତାବକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ
ଭୁବନେଶ୍ୱର- ଟିକାକରଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ର୍ସ୍ତାବକୁ ସମର୍ଥନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଟିକାକରଣ ମାମଲାରେ ରାଜ୍ୟଗୁଡିକୁ ଅଧିକ କ୍ଷମତା ସହ କେନ୍ଦ୍ରସରକାର ବିଶ୍ୱ ବଜାରରୁ ଟିକା କିଣି ରାଜ୍ୟକୁ ଯୋଗାଇବା ନେଇ ନବୀନଙ୍କ ପ୍ରସ୍ତାବକୁ…