ସେରମ୍ ଇନ୍ଷ୍ଟିଚ୍ୟୁଟ୍ ପ୍ଲାଣ୍ଟରେ ଅଗ୍ନିକାଣ୍ଡ
ପୁଣେ – କରୋନା ଟିକା ‘କୋଭିସିଲ୍ଡ’ର ନିର୍ମାତା ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଏସ୍ଆଇଆଇ) ର ନୂଆ ପ୍ଲାଣ୍ଟର ଟର୍ମିନାଲ-୧ରେ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡର କାରଣ ଜଣାପଡି ନାହିଁ । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛି । ଏହି ଅଗ୍ନିକାଣ୍ଡରେ…