ପିପିଲି ଉପନିର୍ବାଚନ ଫଳ : ନବୀନଙ୍କ ବିକାଶ ଏଜେଣ୍ଡା ଓ ବଳିଷ୍ଠ ନେତୃତ୍ୱ ହିଁ ଦଳ ପାଇଁ ଆଣିଲା ଆଉ ଏକ ବିଜୟ
ପିପିଲି - ପୁଣି ଥରେ ବିଜେଡି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଲୋକଙ୍କ ଆସ୍ଥାର ପ୍ରମାଣ ଦେଇଛି ପିପିଲି ବିଧାନସଭା ଆସନର ଫଳାଫଳ । ଆକ୍ରୋଶମୂଳକ ରାଜନୀତି କି ମିଥ୍ୟା ପ୍ରତିଶ୍ରୁତି ନୁହେଁ, ବରଂ ବିକାଶ ହିଁ ଲୋକଙ୍କ ହୃଦୟ ଜିଣିପାରିବ । ଏ କଥା ପୁଣି ଥରେ ପ୍ରମାଣିତ କରିଛନ୍ତି…