Browsing Tag

Naveen Patnaik

କଳିଙ୍ଗ ଷ୍ଟୁଡିଓର ପୁନଃନିର୍ମାଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- କଳିଙ୍ଗ ଷ୍ଟୁଡିଓ ହେବ ବିଶ୍ୱସ୍ତରୀୟ । କଳିଙ୍ଗ ଷ୍ଟୁଡିଓକୁ ବିଶ୍ୱସ୍ତରୀୟ ଭାବେ ବିକଶିତ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ସେ କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳିଙ୍ଗ ଷ୍ଟୁଡିଓର ପୁନଃନିର୍ମାଣ କାର୍ଯ୍ୟ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ…