ନେତାଜୀ ଭାରତମାତାର ଅମୂଲ୍ୟ ରତ୍ନ: ନବୀନ
କଟକ: ଆଜି ଭାରତୀୟ ମୁକ୍ତି ସଂଗ୍ରାମର ମହାନ୍ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ପବିତ୍ର ଜନ୍ମ ଦିବସ । ଆଜିଠାରୁ ସାରା ଦେଶରେ ନେତାଜୀଙ୍କର ୧୨୫ତମ ଜନ୍ମବାର୍ଷିକୀ ପାଳନ ଆରମ୍ଭ ହୋଇଛି । ଏହି ଅବସରରେ ନେତାଜୀଙ୍କୁ ତାଙ୍କର ଜନ୍ମସ୍ଥାନ କଟକରେ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି ଅର୍ପଣ…