୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ: ଶିଶୁ ଦିବସରେ କେନ୍ଦୁଝରର ୧୦୦ ସ୍କୁଲ ସହିତ ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତରଣ…
ଭୁବନେଶ୍ବର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । ୫-ଟି ସ୍କୁଲ ରୂପାନ୍ତରିତ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଦ୍ବିତୀୟ ଦିନ ଶିଶୁ ଦିବସରେ ବୌଦ୍ଧ , ସୋନପୁର,…