Browsing Tag

Odisha

କୋରୋନାର ଦ୍ରୁତ ହ୍ରାସ, ଦୈନିକ ସଂକ୍ରମଣ ୪ ହଜାର ତଳକୁ ଖସିଲା

ଭୁବନେଶ୍ୱର- ରାଜ୍ୟରେ ଦ୍ରୁତଗତିରେ ହ୍ରାସ ପାଇବାରେ ଲାଗିଛି ଦୈନିକ କୋରୋନା ସଂକ୍ରମଣ । ୪ ହଜାର ତଳକୁ ଖସିଛି ସଂକ୍ରମଣ । ଦିନକରେ ଚିହ୍ନଟ ହୋଇଛନ୍ତି ୩ ହଜାର ୩୨୯ ନୂଆ ପଜିଟିଭ । ସଙ୍ଗରୋଧରୁ ୧ ହଜାର ୯୩୪ ଓ ସ୍ଥାନୀୟ ଅଂଚଳରୁ ୧ ହଜାର ୩୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ…

ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କୋରୋନା ସଂକ୍ରମଣ

ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ କମିବାରେ ଲାଗିଛି । ୫ ହଜାର ତଳକୁ ଖସିଛି ସଂକ୍ରମଣ । ଦିନକରେ ଚିହ୍ନଟ ହୋଇଛନ୍ତି ୪ ହଜାର ୮୪୨ ନୂଆ ପଜିଟିଭ । ସଙ୍ଗରୋଧରୁ ୨ ହଜାର ୮୦୯ ଏବଂ ସ୍ଥାନୀୟ ଅଂଚଳରୁ ୨ ହଜାର ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୬୭୧ ଜଣ…